ଛତିଆ: ଟଙ୍କା କେଇଟା ପାଇଁ ରାସ୍ତା କଡ଼ରେ ମୃତଦେହକୁ ଛାଡ଼ି ଚାଲିଗଲା ଆମ୍ବୁଲାନ୍ସ ଡ଼୍ରାଇଭର । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଯାଜପୁର ଜିଲ୍ଲା ଛତିଆରେ । ପରିବାର ଲୋକେ ଦାବି ମୁତାବକ ଟଙ୍କା ଦେଇନପାରିବାରୁ ମହିଳାଙ୍କ ଶବକୁ ଯାଜପୁର ଜିଲ୍ଲା ଛତିଆ ନେଳିଆ ବ୍ରିଜ୍ ନିକଟରେ ରାସ୍ତାକଡ଼ରେ ଫିଙ୍ଗି ଚାଲିଗଲା ଆମ୍ବୁଲାନ୍ସ ଚାଳକ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam