April 22, 2025

ଅସହ୍ୟ ହେଲାଣି ତାତି: ଆହୁରି ୨ରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର: ରାଜ୍ୟ ଅସହ୍ୟ ହେଲାଣି ତାତି । ବଢି ଚାଲିଛି ଗ୍ରୀଷ୍ମ ପ୍ରବାହ । ରବିବାର ୧୧ ସହରର ତାପମାତ୍ରା ୪୦ ଡିଗ୍ରୀ ପାର୍‌ ହୋଇଥିଲା । ଆଜି ମଧ୍ୟ ସମ ଦଶା । ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ସ୍ୱାଭାବିକଠାରୁ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବ ବୋଲି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia