April 21, 2025

ଆଇଏଏସ୍ ସ୍ତରରେ ଅଦଳବଦଳ: ବିଷ୍ଣୁପଦ ସେଠୀ ଗଣଶିକ୍ଷା ବିଭାଗ ପ୍ରମୁଖ ସଚିବ

ଭୁବନେଶ୍ୱର: ନୂଆ ବର୍ଷରେ ଆଇଏଏସ୍ ସ୍ତରରେ ବଡ଼ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏ ନେଇ ସାଧାରଣ ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ୧୦ବରିଷ୍ଠ ଆଇଏଏସଙ୍କ ବିଭାଗ ଅଦଳବଦଳ ହୋଇଛି । ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତ ହୋଇଛନ୍ତି ବିଷ୍ଣୁପଦ ସେଠୀ । ସେହିପରି କୃଷି ଉତ୍ପାଦନ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia