April 22, 2025

ଆଇପିଏସ ସ୍ତରରେ ଅଦଳବଦଳ: ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ

ଭୁବନେଶ୍ବର: ବଦଳିଲେ ଗୁଇନ୍ଦା ନିର୍ଦ୍ଦେଶକ ଲଳିତ ଦାସ । ତାଙ୍କ ସ୍ଥାନରେ ନିଯୁକ୍ତ ହେଲେ ଆରପି କୋଚେ । ଏଡିଜି (ଏସଏପି ) ଆର.ପି କୋଚେଙ୍କୁ ଦିଆଗଲା ତିରିକ୍ତ ଦାୟିତ୍ବ । ଏବେ ଆଇପିଏସ ଲଳିତ ଦାସଙ୍କୁ ଗୃହ ବିଭାଗ ଓଏସଡି କରାଯାଇଛି । ରାଜ୍ୟ ଗୃହ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ କାର୍ଯ୍ୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia