ଭୁବନେଶ୍ବର: ପୌର ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହୋଇଯାଇଛି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା। ଯୋଗ୍ୟ ପ୍ରାର୍ଥୀମାନେ ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନପତ୍ର ଦାଖଲ କରିପାରିବେ। ଆସନ୍ତା ୨୪ରେ ପୌର ନିର୍ବାଚନ ପାଇଁ ଭୋଟ ଗ୍ରହଣ ହେବ ଏବଂ ୨୬ରେ ଭୋଟ ଗଣତି ହେବ। ଆଜିଠୁ ୭ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ପତ୍ର ଦାଖଲ ସମୟସୀମା ରହିଛି।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
Girls outperform boys in BU Plus III final year exams
28 missing children reunited with families in Ganjam