ଭୁବନେଶ୍ୱର: ପଶ୍ଚିମା ଝଡ଼ ତଥା ନିମ୍ନ ଚାପରେଖା ଯୋଗୁଁ ଗତ ୯ ତାରିଖରୁ ରାଜ୍ୟରେ ଲାଗି ରହିଥିବା କୋହଲା ପାଗରେ ପରିବର୍ତ୍ତନ ଘଟିଛି। ଆଜିଠାରୁ ରାଜ୍ୟର ପାଗ ଶୁଖିଲା ଓ ଖରାଟିଆ ରହିବ। ଶୀତ ବଢ଼ିବ ଓ କୁହୁଡ଼ି ବି ପଡ଼ିବ। ଆସନ୍ତା ୩ ଦିନରେ ରାଜ୍ୟର ତାପମାତ୍ରା ପ୍ରାୟ ୪ ଡିଗ୍ରି ପର୍ଯ୍ୟନ୍ତ ତଳକୁ ଖସିବ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank