April 21, 2025

ଆଜିଠୁ ରାଜ୍ୟରେ ଆରମ୍ଭ ହେଲା ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’, ଉପାନ୍ତ ଅଞ୍ଚଳରେ ପହଞ୍ଚିବ ଉତ୍ତମ ସ୍ୱାସ୍ଥ୍ୟସେବା

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର,

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia