April 23, 2025

ଆଜି ଅନ୍ତର୍ଜାତୀୟ ମହିଳା ଦିବସ, ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ମହିଳାମାନଙ୍କର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ ରାଜନୈତିକ ଉପଲବ୍‌ଧିକୁ ପାଳନ କରିବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥାଏ । ସମାଜରୁ ଲିଙ୍ଗଗତ ଭେଦଭାବ ଦୂର ଲାଗି ମଧ୍ୟ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଏ । ପ୍ରଥମେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia