Karnataka Assembly Election: ଆଜି ବାଜିବ କର୍ଣ୍ଣାଟକ ନିର୍ବାଚନ ବିଗୁଲ୍ । ଘୋଷଣା ହେବ କର୍ଣ୍ଣାଟକ ବିଧାନସଭା ନିର୍ବାଚନ ତାରିଖ । ଦିନ ୧୧.୩୦ରେ ଘୋଷଣା କରିବେ ନିର୍ବାଚନ କମିଶନ । ସୂଚନା ଅନୁସାରେ, ଆଜି ସକାଳ ୧୧.୩୦ ସମୟରେ ଏକ ସାମ୍ବାଦିକ ସମ୍ମିଳନୀ କରି ନିର୍ବାଚନ ଆୟୋଗ ନିର୍ବାଚାନ ତାରିଖ ଘୋଷଣା କରିବେ
Source: Politics News(ରାଜନୀତି ସମାଚାର): Rajneeti Samachar, Political News/Khabar in Odia – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି