ଆଜି ଧରାପୃଷ୍ଠରୁ ମେଲାଣି ନେବେ ଜଗତଜନନୀ ମାଆ ଦୁର୍ଗା

Visarjan 2022:ଆଜି ଧରାପୃଷ୍ଠରୁ ମେଲାଣି ନେବେ ଜଗତଜନନୀ ମାଆ ଦୁର୍ଗା । ଭସାଣି ଉତ୍ସବ ଲାଗି ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । କଟକ-ଭୁବନେଶ୍ୱରରେ ମାଆଙ୍କ ବିସର୍ଜନା ପାଇଁ ନଦୀ ପଠାରେ ଅସ୍ଥାୟୀ ପୋଖରୀ ନିର୍ମାଣ କରାଯାଇଛି । କରୋନା କଡକାଣା ପରେ ଦୀର୍ଘ ଦୁଇ ବର୍ଷ ପରେ ଏଥର ବେଶ୍ ଜାକଜମକରେ ଭସାଣ ଶୋଭାଯାତ୍ରା ଅନୁଷ୍ଠିତ ହେଉଛି ।

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia