ଭୁବନେଶ୍ବର: ଆଜି ବସୁଛି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ଆଜି ଅପରାହ୍ନ ୫:୩୦ରେ ମନ୍ତ୍ରୀ ପରିଷଦ ବୈଠକ ହେବ ଏବଂ ୫:୪୫ରେ ରାଜ୍ୟ କ୍ୟାବିନେଟର ବୈଠକ ବସିବା ସ୍ଥିର ହୋଇଛି। ଡିସେମ୍ବର ପହିଲାରୁ ଆରମ୍ଭ ହେଉଛି ଓଡିଶା ବିଧାନସଭାର ଶୀତକାଳୀନ ଅଧିବେଶନ।
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ