April 22, 2025

ଆଜି ବି ୧୦ ହଜାର ପାର୍ ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧାରୁ କେବଳ ୩,୪୯୬ ପଜିଟିଭ୍

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୦,୨୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୬୫ ଜଣ ଅଛନ୍ତି। ୧୦,୨୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୫୯୬୨ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୩୧୧ ଟି ହେଉଛି ଲୋକାଲ୍ କେସ୍‌। ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଥିବା ମୋଟ ସଂକ୍ରମିତଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia