April 29, 2025

ଆଜି ରାଜ୍ୟରେ ୧୮୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପରତଳ ହେଉଛଇ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୦୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୩୧ ଜଣ ସଂକ୍ରମିତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia