April 21, 2025

ଆଜି ଶପଥ ନେବେ ନବୀନଙ୍କ ନୂଆ ଟିମ୍

ଭୁବନେଶ୍ବର: ଆଜି ଶପଥ ନେବେ ନୂଆ ମନ୍ତ୍ରୀ । ପୂର୍ବାହ୍ନ ପ୍ରାୟ 11.45 ରେ ଶପଥ ଗ୍ରହଣ ଉତ୍ସବ ଆୟୋଜିତ ହେବ । ଲୋକସେବା ଭବନ କନଭେନସନ ସେଣ୍ଚରରେ ନୀବନଙ୍କ ନୂଆ ମନ୍ତ୍ରୀମାନେ ଶପଥ ନେବେ । ଠିକ ସମୟରେ ଶପଥ ଗ୍ରହଣ ଉତ୍ସବରେ ପହଞ୍ଚିବାକୁ ନିର୍ଦ୍ଦେଶ । ଏଥର ମନ୍ତ୍ରିମଣ୍ଡଳରେ ଦେଖିବାକୁ ମିଳିବ କିଛି ନୂଆ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia