ଭୁବନେଶ୍ୱର: ବିଭିନ୍ନ ସ୍କୁଲରେ ନବ ନିଯୁକ୍ତ ପାଇଥିବା ୬ ହଜାର ୮୯୧ ଶିକ୍ଷକଙ୍କ ଓରିଏଣ୍ଟେସନ କାର୍ଯ୍ୟକ୍ରମ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମଠାରେ ଅପରାହ୍ନରେ ଅନୁଷ୍ଠିତ ହେବ । ଏଥିରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନବ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଏଥି ସହିତ ଶିକ୍ଷକଙ୍କୁ ଶିକ୍ଷକତାର ଗୁରୁମନ୍ତ୍ର ଦେବେ
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
28 missing children reunited with families in Ganjam
Girls outperform boys in BU Plus III final year exams