April 21, 2025

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କୋନିଜେତୀଙ୍କ ପରଲୋକ

ହାଇଦ୍ରାବାଦ : ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତାମିଲନାଡୁର ପୂର୍ବତନ ରାଜ୍ୟପାଳ କୋନିଜେତୀ ରୋସୈୟାଙ୍କ ଆଜି (ଶନିବାର) ସକାଳେ ଦେହାନ୍ତ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ 88 ବର୍ଷ ବୟସ ହୋଇଥିଲା । ମିଳିଥିବା ସୂଚନା ଅନୁଯାୟୀ, କେ ରୋସୈୟା ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ । ତାଙ୍କ ମୃତ୍ୟୁ ପରେ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia