April 21, 2025

‘ଆଶ୍ଚର୍ଯ୍ୟ ହୁଅନ୍ତୁ ନାହିଁ, ଯଦି ୟୁପିରେ ରାଷ୍ଟ୍ରପତି ଶାସନ କରି ନିର୍ବାଚନ ସ୍ଥଗିତ ରଖାଯାଏ…’,ଏମିତି କାହିଁକି କହିଲେ ସ୍ୱାମୀ

ନୂଆଦିଲ୍ଲୀ : ଆସନ୍ତା ବର୍ଷ ଫେବୃଆରୀରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନକୁ ସ୍ଥଗିତ ରଖିବା ନେଇ ବିଜେପିର ରାଜ୍ୟସଭା ସାଂସଦ ସୁବ୍ରମଣ୍ୟମ ସ୍ୱାମୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ ପୂର୍ବାନୁମାନ କରିଛନ୍ତି ଯେ କେନ୍ଦ୍ରରେ ଥିବା ନରେନ୍ଦ୍ର ମୋଦୀ ସରକାର ଉତ୍ତରପ୍ରଦେଶରେ ରାଷ୍ଟ୍ରପତିଙ୍କ ଶାସନ ଲାଗୁ କରିପାରନ୍ତି । ସୁବ୍ରମଣ୍ୟମ ସ୍ୱାମୀଙ୍କ ଅନୁଯାୟୀ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia