April 23, 2025

ଆସନ୍ତାକାଲି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିବେ ନବୀନ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିବେ ନବୀନ । ପୁରୀ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାମ ଜୋରସୋରରେ ଆଗେଇ ଚାଲିଥିବା ବେଳେ ଦକ୍ଷିଣ ଦ୍ୱାର ପଞ୍ଜାବୀ ମଠ ନିକଟରେ ପ୍ରକଳ୍ପର କିଛି ଅଂଶ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏହି ନିର୍ମାଣ କାର୍ଯ୍ୟକୁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଲି ଦେଖିବାର କାର୍ଯ୍ୟକ୍ରମ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia