ଆସନ୍ତାକାଲି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ , ନୀତି ଆୟୋଗର ସପ୍ତମ କାର୍ଯ୍ୟକ୍ଷମ ବୈଠକରେ ଯୋଗ ଦେବେ

ଭୁବନେଶ୍ୱର: ଆସନ୍ତାକାଲି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ।  ଆସନ୍ତା ଅଗଷ୍ଟ ୫ରେ ପୁଣି ୪ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନୀତି ଆୟୋଗର ସପ୍ତମ ପରିଷଦ ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ । ଆସନ୍ତା ୭ ତାରିଖରେ ବସିବାବାକୁ ଯାଉଥିବା ନୀତି ଆୟୋଗ ବୈଠକରେ ଯୋଗ ଦେଇ ଅନକେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇବେ ନବୀନ ପଟ୍ଟନାୟକ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia