ପୁରୀ:ଆସନ୍ତା କାଲି ଅର୍ଥାତ୍ ବୁଧବାର ଦିନ କାର୍ତ୍ତିକ କୃଷ୍ଣ ନବମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦତମହାପାତ୍ର ସେବକମାନେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖ ସିଂହାର କରିବେ । ଏଥି ପାଇଁ ଭକ୍ତଙ୍କ ଦର୍ଶନ ଉପରେ କଟକଣାଲାଗିଛି । ପ୍ରାୟ ୫ଘଣ୍ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । {image-shreemandir-1611736718.jpg
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Accused in Rs 3cr financial fraud held from Assam
New police station, police reserve office opened
4 CWC members dismissed over ‘gross negligence’