April 22, 2025

ଆସିଲା ପୌରସଂସ୍ଥା ଅଧ୍ୟକ୍ଷ ସଂରକ୍ଷଣ ତାଲିକା

ଭୁବନେଶ୍ୱର: ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ଚୂଡାନ୍ତ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ୧୦୭ ପୌରସଂସ୍ଥା ଅଧ୍ୟକ୍ଷ ପଦ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି । ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୬୫ଟି ପୌରସଂସ୍ଥାର ଅଧ୍ୟକ୍ଷ ପଦ ସଂରକ୍ଷିତ ହୋଇଥିବା ବେଳେ ୪୨ଟି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia