April 22, 2025

ଆସୁଛି ‘ଅସାନି’: ୧୦-୧୧ ରେ ପ୍ରବଳ ବର୍ଷା, ସବୁ ବନ୍ଦରରେ ୧ ନମ୍ବର ବିପଦ ସଙ୍କେତ ଜାରି

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ଅସାନୀ । ଘନୀଭୂତ ହୋଇ ୧୬ କିଲୋମିଟର ବେଗରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି । ପୁରୀଠାରୁ ଦକ୍ଷିଣ-ଦକ୍ଷିଣ-ପୂର୍ବ ଦିଗରେ ୧୦୩୦ କିଲୋମିଟର ଓ ବିଶାଖାପାଟଣାଠାରୁ ଦକ୍ଷିଣ-ପୂର୍ବ ଦିଗରେ ୯୭୦ କିଲୋମିଟର ଦୂରରେ ରହିଛି । ସନ୍ଧ୍ୟା ସୁଦ୍ଧା ଭୀଷଣ ବାତ୍ୟାରେ ପରିଣତ ହେବ । {image-cycloneasani1-1651998837.jpg

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia