April 23, 2025

ଆସୁଛି ଆଉ ଏକ ଲଘୁଚାପ ! ଆସନ୍ତାକାଲିଠୁ ରାଜ୍ୟରେ ପୁଣି ବର୍ଷା

ଭୁବନେଶ୍ୱର: ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ୧୮ ସୁଦ୍ଧା ଉତ୍ତର ଆଣ୍ତାମାନ ସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ପରବର୍ତ୍ତୀ ସମୟରେ ଏହା ପଶ୍ଚିମ-ଉତ୍ତର ପଶ୍ଚିମକୁ ମୁହାଁଇ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇପାରେ । ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଆସନ୍ତା ୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia