ଭୁବନେଶ୍ୱର: ରାଜ୍ୟର ସବୁ ଜିଲ୍ଲାରେ ଓମିକ୍ରନ ଉପସ୍ଥିତି ଦେଖାଦେଲାଣି । ସଂକ୍ରମଣ ଆଗକୁ ଆହୁରି ବଢ଼ିବ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ତେଣୁ ଓମିକ୍ରନ ଚିହ୍ନଟ ପାଇଁ ଆଇସିଏମଆର ପକ୍ଷରୁ ନୂଆ କିଟ୍ ବ୍ୟବହାର ପାଇଁ ଅନୁମୋଦନ ମିଳିଥିବାବେଳେ ଏହି କିଟ୍ ଆଣିବାକୁ ରାଜ୍ୟ ସରକାର ପଦକ୍ଷେପ ନେଉଛନ୍ତି ବୋଲି ସେ କହିଛନ୍ତି
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Six students affected by diarrhoea in school
2 major rivers heavily polluted: OSPCB study
Body of missing 11-year-old boy found in neighbour’s septic tank