April 21, 2025

ଆହୁରି ୪ ଦିନ ଜାଡ଼, ୧୪ ଜିଲ୍ଲାକୁ ଜାରି ହେଲା ୟୋଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ରାଜ୍ୟରେ ଆହୁରି ବଢିବ ଶୀତ । ଆସନ୍ତା 3ରୁ 4 ଦିନ ମଧ୍ୟରେ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତାପମାତ୍ରା କମିବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉପକୂଳ ଅପେକ୍ଷା ଉପାନ୍ତରେ ଅଧିକ ଜାଡ ଅନୁଭୁତ ହେବ । ଶୀତ ବଢୁଥିବା କାରଣରୁ ସଂନ୍ଧ୍ୟା ପରଠାରୁ ବିନା ଶୀତ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia