April 20, 2025

ଉଦ୍ୟୋଗ ପାର୍କ-ଭୁବନେଶ୍ୱର ଦ୍ୱାରା ଷ୍ଟାର୍ଟ ଆପ ଖୋଲା ଚ୍ୟାଲେଞ୍ଜ ଉଦ୍‌ଘାଟିତ

ଭୁବନେଶ୍ବର: ଉଦ୍ୟୋଗ ପାର୍କ-ଭୁବନେଶ୍ୱର ଦ୍ୱାରା ଷ୍ଟାର୍ଟ ଅଫ୍ ପାଇଁ ୨.୦ ଖୋଲା ଚ୍ୟାଲେଞ୍ଜକୁ ସଫଫେଓ୍ୱର ଟେକ୍ନୋଲୋଜି ପାର୍କ ଅଫ୍ ଇଣ୍ଡିଆର ମହାନିର୍ଦ୍ଦେଶକ ଡ. ଓମ୍କାର ରାୟଙ୍କ ଦ୍ୱାରା ଶୁଭାରମ୍ଭ କରାଯାଇଛି । ଏହି ଖୋଲା ଚ୍ୟାଲେଞ୍ଜ ପ୍ରୋଗ୍ରାମରେ ଉଦ୍ୟୋଗୀମାନଙ୍କ ଦରଖାସ୍ତକୁ ସିଧାସଳଖ ଅନଲାଇନ ଆମନ୍ତ୍ରଣ କରାଯାଇ ନୂତନ ଷ୍ଟାର୍ଟ ଅଫ୍, ନବସୃଜନ ଓ ଉଦ୍ୟୋଗୀମାନଙ୍କୁ ଚିହ୍ନଟ କରି

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia