April 24, 2025

ଉନ୍ନୟନ କମିଶନର ଓ 5T ସଚିବଙ୍କ ଓଲଟପୁର ଗସ୍ତ

ଭୁବନେଶ୍ୱର: ଓଲଟପୁର ସ୍ଥିତ NIRTAR ଅସ୍ଥି ଚିକିତ୍ସା ତଥା ଥଇଥାନ ସମ୍ପର୍କିତ ଏକ ପ୍ରସିଦ୍ଧ ଜାତୀୟ ସ୍ୱାସ୍ଥ୍ୟ ପ୍ରତିଷ୍ଠାନ । ପ୍ରତିଦିନ ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଚିକିତ୍ସା ପାଇଁ ଶହ ଶହ ରୋଗୀ ଏଠାକୁ ଆସିଥାନ୍ତି । ରୋଗୀମାନେ ଯେପରି ସୁବିଧାରେ ଏହି ପ୍ରତିଷ୍ଠାନର ସ୍ୱାସ୍ଥ୍ୟ ସେବାର ସୁଯୋଗ ପାଇପାରିବେ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia