April 22, 2025

ଓଡ଼ିଶାରେ ଟମାଟୋ ଫ୍ଲୁ, ୨୬ HFMD ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ମୁଣ୍ଡ ଟେକିଲାଣି ଟମାଟୋ ଫ୍ଲୁ କୁହାଯାଉଥିବା ହ୍ୟାଣ୍ଡ ଫୁଟ ଆଣ୍ଡ ମାଉଥ ଡିଜିଜ (HFMD) । ରାଜ୍ୟରେ ଆଜି ଏହାର ଆକ୍ରାନ୍ତ ୨୬ ରୋଗୀ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ବିଜୟ ମହାପାତ୍ର । ତେବେ ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରରୁ ୧୯ ଜଣ, ଖୋର୍ଦ୍ଧା

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia