April 22, 2025

ଓଡ଼ିଶା କଂଗ୍ରେସକୁ ମିଳିଲା ନୂଆ ମୁଖିଆ, ଶରତ ଧରିବେ ପିସିସି ମଙ୍ଗ

ଭୁବନେଶ୍ୱର : ଓଡ଼ିଶା କଂଗ୍ରେସର ନୂଆ ରୂପ । ମଙ୍ଗ ଧରିବେ ଶରତ ପଟ୍ଟନାୟକ । ବରିଷ୍ଠ କଂଗ୍ରେସ ନେତା ଶରତ ପଟ୍ଟନାୟକଙ୍କୁ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଦାୟିତ୍ୱ ଦିଆଯାଇଛି । ଏଆଇସିସି ତାଙ୍କୁ ଓଡ଼ିଶା ପିସିସିର ସଭାପତି ଭାବେ ନିଯୁକ୍ତ କରିଛନ୍ତି । ଏ ନେଇ ଏଆଇସିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia