April 21, 2025

ଓଡିଶା ଜଳ ବିଦ୍ୟୁତ ନିଗମର ସଫଳତା: ବୃଦ୍ଧିହେଲା ହୀରାକୁଦ ଜଳ ଭଣ୍ଡାରର ଉତ୍ପାଦନ କ୍ଷମତା

ଭୁବନେଶ୍ବର: ବୁର୍ଲା ସ୍ଥିତ ହୀରାକୁଦ ଜଳ ବିଦ୍ୟୁତ୍ କେନ୍ଦ୍ର ରାଜ୍ୟର ଏକ ଅଗ୍ରଣୀ ଏବଂ ଖ୍ୟାତି ସମ୍ପନ୍ନ ଜଳ ବିଦ୍ୟୁତ୍ ଉତ୍ପାଦନ କେନ୍ଦ୍ର ଭାବେ ଡିସେମ୍ବର-୧୯୫୬ ମସିହାରୁ ବିଦ୍ୟୁତ୍ ଶକ୍ତି ଉତ୍ପାଦନ କରିଆସୁଅଛି । ଏହି କେନ୍ଦ୍ରରେ ଅବସ୍ଥାପିତ ଥିବା ୟୁନିଟ୍-୫ ଓ ୟୁନିଟ୍-୬ ଦୀର୍ଘ ୫୦ ବର୍ଷ ଧରି ନିରବଛିନ୍ନ ବିଦ୍ୟୁତ୍ ଉତ୍ପାଦନ କରିଆସୁଛି ।

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia