April 30, 2025

ଓଡିଶା ପୋଲିସ ପ୍ରବେଶିକା ପରୀକ୍ଷାରେ ବିଭ୍ରାଟ

ଭୁବନେଶ୍ୱର: ଓଡିଶା ପୋଲିସ ପ୍ରବେଶିକା ପରୀକ୍ଷାରେ ବିଭ୍ରାଟ ଦେଖା ଦେଇଥିବା ଅଭିଯୋଗ । କମ୍ପ୍ୟୁଟର ବେସ୍ ଟେଷ୍ଟକୁ ନେଇ ବିଭ୍ରାଟ ହୋଇଥିବା ଅଭିଯୋଗ ହୋଇଛି । ପ୍ରଶ୍ନପତ୍ର ଡାଉନଲୋଡ ହୋଇପାରୁ ନଥିବା ଅଭିଯୋଗ କରିଛନ୍ତି ପରୀକ୍ଷାର୍ଥୀ । ଘଟଣାକୁ ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି । କଟକ, ଭୁବନେଶ୍ୱର ସମେତ ବିଭିନ୍ନ ସ୍ଥାନରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia