April 22, 2025

ଓଡିଶା ପୌର ନିର୍ବାଚନ ବିଜ୍ଞପ୍ତି ରଦ୍ଦ କରିବାକୁ ଦାବି କଲା ବିଜେପି

ଭୁବନେଶ୍ୱର : ପୌର ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଚୁଡାନ୍ତ ମତଦାତା ତାଲିକା ପ୍ରସ୍ତୁତିରେ ତରବରିଆ ଭାବରେ ନିଷ୍ପତ୍ତି ନିଆଯାଇଛି ବୋଲି ଅଭିଯୋଗ କରିଛି ବିଜେପି । ଏଥିପାଇଁ ପୌର ନିର୍ବାଚନ ବିଜ୍ଞାପ୍ତି ରଦ୍ଦ କରିବା ପାଇଁ ଦଳ ପକ୍ଷରୁ ଦାବି କରାଯାଇଛି।  ସୂଚନା ଯୋଗ୍ୟ ଯେ, ରାଜ୍ୟରେ ପୌରାଞ୍ଚଳ ନିର୍ବାଚନ ପାଇଁ ରାଜ୍ୟ ନିର୍ବାଚନ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia