April 21, 2025

ଓଡିଶା ବିଧାନସଭା ଶୀତକାଳୀନ ଅଧିବେଶନ: ୭ମ ଦିନରେ ବି ଚାଲିଲାନି ଗୃହ, ସର୍ବାଦଳୀୟ ବୈଠକ ଡାକିଲେ ବାଚସ୍ପତି

ଭୁବନେଶ୍ବର: ବିଧାନସଭାର ଶୀତ କାଳୀନ ଅଧିବେଶନ ଚାଲିଛି। ଗୃହରେ ମାମିତ ପ୍ରସଙ୍ଗକୁ ନେଇ ହଟ୍ଟଗୋଳ ଲାଗିରହିଛ। ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ସପ୍ତମ ଦିନରେ ବି ଚାଲିପାରିଲାନି ଗୃହ। ସାଢେ ୧୧ ଟାରେ ଗୃହ ଆରମ୍ଭ ହେବା ପରେ ପୁଣି ବିରୋଧୀଙ୍କ ମମିତା ପ୍ରସଙ୍ଗ ନେଇ ହୋ ହାଲ୍ଲାରେ କମ୍ପି ଉଠିଲା ଗୃହ। ଗୋବିନ୍ଦ ସାହୁଙ୍କ ଫଟୋ ଦେଖାଇ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia