April 22, 2025

ଓମିକ୍ରନ ବୃଦ୍ଧିକୁ ରୋକିବା ପାଇଁ ପ୍ରସ୍ତୁତ ରାଜ୍ୟ ସରକାର: ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଓମିକ୍ରନ ସଂକ୍ରମଣ ବୃଦ୍ଧି ନେଇ ସମୀକ୍ଷା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସ । ଓମିକ୍ରନ ବୃଦ୍ଧିକୁ ରୋକିବା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ଓ ଏଥିପାଇଁ ଟିକାକରଣ ସହ ହସ୍ପିଟାଲରେ ସମସ୍ତ ପ୍ରକାର ଆନୁସଂଗିକ ବ୍ୟବସ୍ଥା ସହ ଶଯ୍ୟା ପ୍ରସ୍ତୁତ ରଖିବା ସହ ଓଡ଼ିଶା ରାଜ୍ୟ ଔଷଧ ନିଗମକୁ ସମସ୍ତ ଆବଶ୍ୟକୀୟ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia