April 30, 2025

ଓଳାଶୁଣି ଛକ ସ୍ଥିତ ବ୍ରିଜର ହେବ ସମ୍ପ୍ରସାରଣ

ଭୁବନେଶ୍ବର: ପାରାଦୀପ- ଚଣ୍ଡିଖୋଲ ଜାତୀୟ ରାଜପଥ ନଂ ୫-ଏକୁ ସଂଯୋଗ କରୁଥିବା ଓଳାଶୁଣି ଛକ ସ୍ଥିତ ବ୍ରିଜର ସମ୍ପ୍ରସାରଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଚିଠି ପ୍ରଦାନ କରିବା ସହ ଆଲୋଚନା କରିଛନ୍ତି କେନ୍ଦ୍ର ଉଚ୍ଚ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ମାହାଙ୍ଗାର ବରିଷ୍ଠ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia