April 21, 2025

ଓଡ଼ିଶାରେ ବଢୁଥିବା ସଂକ୍ରମଣ ନେଇ ରାଜ୍ୟକୁ ସତର୍କ କରାଇଲା କେନ୍ଦ୍ର

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବା ନେଇ ରାଜ୍ୟ ସରକାରଙ୍କୁ ସତର୍କ କରିଛି କେନ୍ଦ୍ର । ସପ୍ତାହେ ହେବ ଓଡ଼ିଶାର ୬ ଟି ଜିଲ୍ଲାରେ ସଂକ୍ରମଣ ବୃଦ୍ଧି ପାଉଥିବା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସତର୍କ କରିଛି । ଏହି ଜିଲ୍ଲାଗୁଡିକ ହେଉଛି ଢେଙ୍କାନାଳ, କନ୍ଧମାଳ, ନବରଙ୍ଗପୁର, କେନ୍ଦୁଝର, ଅନୁଗୁଳ, ବଲାଙ୍ଗୀର । ଢେଙ୍କାନାଳ ଗୋଟିଏ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia