April 22, 2025

କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ସାକ୍ଷାତ କଲେ ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବି ଆଜାଦ

ନୂଆଦିଲ୍ଲୀ: କଂଗ୍ରେସରେ ସୃଷ୍ଟି ହୋଇଥିବା ରାଜନୈତିକ ଝଡ ଥମିବାର ନାମ ନେଉ ନାହିଁ। ଏହି ଝଡ ମଧ୍ୟରେ ଆଜି ବରିଷ୍ଠ କଂଗ୍ରେସ ନେତା ଗୁଲାମ ନବି ଆଜାଦ ଭେଟିଛନ୍ତି କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ। ସୋନିଆଙ୍କ 10 ଜନପଥ ସ୍ଥିତ ବାସ ଭବନରେ ହୋଇଥିଲା ଏହି ସାକ୍ଷାତ। କଂଗ୍ରେସରେ ନେତୃତ୍ଵ ପରିବର୍ତ୍ତନ ପାଇଁ ସ୍ଵର ଉତ୍ତୋଳନ କରୁଥିବା

Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia