April 22, 2025

କଟକରେ ‘ଡ୍ରିଙ୍କ ଫ୍ରମ୍ ଟ୍ୟାପ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ କଟକ ସହର ପାଇଁ ୨୪ ଘଣ୍ଟିଆ ପାନୀୟ ଜଳ ଯୋଗାଣ ବ୍ୟବସ୍ଥାର ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଥିବା ପାନୀୟ ଜଳ କାର୍ଯ୍ୟକ୍ରମ ଦ୍ବାରା କଟକ ସହରର ସବୁ ପରିବାର ୨୪ ଘଣ୍ଟିଆ ପାଇପ ପାଣିର ସୁବିଧା ପାଇପାରିଛନ୍ତି। ଏହାଦ୍ବାରା ସହରର ୧ ଲକ୍ଷ ୪୦

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia