April 21, 2025

କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାଥମିକ ବିଦ୍ୟାଳୟ ଗୁଡିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକ ମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକ ମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia