April 21, 2025

କାର୍ତ୍ତିକ ପୂର୍ଣ୍ଣିମା ପାଇଁ ବିଏମସିର ଗାଇଡଲାଇନ: ଜାଣନ୍ତୁ, କେଉଁଠି ଭସାଇବେ ଡଙ୍ଗା ?

ଭୁବନେଶ୍ୱର: କାର୍ତ୍ତିକ ପୂର୍ଣ୍ଣିମାରେ ଗହଳି ନ କରିବା ପାଇଁ ବିଏମସିର ଆଗୁଆ ପଦକ୍ଷେପ । କାର୍ତ୍ତିକ ପୂର୍ଣ୍ଣିମା ଓ ବଡ଼ ଓଷା ପାଇଁ ଗାଇଡଲାଇନ୍ ଜାରି କରିଛି ଭୁବନେଶ୍ୱର ମହାନଗର ନିଗମ । ବିନ୍ଦୁସାଗର, ନଦୀପଠା ଓ ଜଳାଶୟରେ ବୋଇତ ବନ୍ଦାଣ ମନା ହୋଇଛି । ଏଥିସହିତ ବିନ୍ଦୁସାଗରରେ ଶ୍ରଦ୍ଧାଳୁଙ୍କ ବୁଡ଼ ପକାଇବା ଉପରେ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia