April 22, 2025

କାଳବୈଶାଖୀ ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ଝଡ଼ବର୍ଷା, ବଜ୍ରପାତ ହେବାର ବ୍ୟାପକ ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ରାଜ୍ୟର ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନୁଗୁଳ, ଢେଙ୍କାନାଳ,

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia