April 25, 2025

କିରାଣିଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୫ଟି ସ୍ଥାନରେ ଚାଲିଛି ରେଡ୍

କେନ୍ଦୁଝର: କେନ୍ଦୁଝର ବାଶପାଳ ବିଇଓ ଅଫିସର କନିଷ୍ଠ କିରାଣି ଗଙ୍ଗାଧର ସାହୁଙ୍କ ଘରେ ଭିଜିଲାନ୍ସ ଚଢାଉ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରେଡ୍ ।ସରକାରୀ ଘର, ଅଫିସ୍, ପୈତୃକ ଘର ସମେତ ୫ଟି ସ୍ଥାନରେ ଏକକାଳୀନ ରେଡ୍ । ସୂଚାନା ଅନୁସାରେ, ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ବାଂଶପାଳ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia