ଗୋରଖପୁର : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୋରଖପୁର ନଗର ବିଧାନସଭା ନିର୍ବାଚନମଣ୍ଡଳୀରୁ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ସିଏମ୍ ଯୋଗୀ ଦାଖଲ କରିଥିବା ସତ୍ୟପାଠରେ ତାଙ୍କର ମୋଟ ସମ୍ପତ୍ତିର ବିବରଣୀ ମଧ୍ୟ ଦେଇଛନ୍ତି । ଗତ ଚାରି ବର୍ଷ ମଧ୍ୟରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସମ୍ପତ୍ତି ପ୍ରାୟ 59 ଲକ୍ଷ ଟଙ୍କା ବୃଦ୍ଧି ପାଇଛି
Source: BJD News & Announcements in Odia (ବିଜେଡ଼ି ସମାଚାର & ଘୋଷଣା): Biju Janata Dal (ବିଜୁ ଜନତା ଦଳ) Latest Party News, Top Leaders & More – Oneindia Odia
More Stories
ମୋଦୀ କ୍ୟାବିନେଟ ହେବ ସମ୍ପ୍ରାସାରଣ ! ଚିରାଗ ପାସୱାନ୍ ଙ୍କୁ ମିଳିପାରେ ମନ୍ତ୍ରୀପଦ, ସିନ୍ଦେ ଗୋଷ୍ଠୀକୁ ମିଳିପାରେ ସୁଯୋଗ
ଅଜିତ ପାୱାରଙ୍କ ସମେତ 9 ଜଣ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ କଲା ଏନସିପି, ECI କୁ ଲେଖିଲା ଚିଠି
ତେଲେଙ୍ଗାନାରେ ନିର୍ବାଚନୀ ବିଗୁଲ ବଜାଇବେ ରାହୁଲ ଗାନ୍ଧୀ, ଖମ୍ମମରେ ସାଧାରଣ ସଭାକୁ କରିବେ ସମ୍ବୋଧନ