April 22, 2025

କୋଭିଡ୍ ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ: କହିଲେ, ଆଗାମୀ କିଛି ଦିନ ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର: ରାଜ୍ୟରେ ବଢୁଥିବା ସଂକ୍ରମଣ ଓ ଓମିକ୍ରନ ସଂକଟ ମଧ୍ୟରେ ଆଜି ସଂଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ବଢୁଥିବା କୋଭିଡ ମାମଲାକୁ ନେଇ ରାଜ୍ୟବାସୀଙ୍କୁ ବିଶେଷ ସତର୍କ ରହିବା ନେଇ କହିଛନ୍ତି ମୁଖ୍ୟ ଶାସନ ସଚିବ । ଲୋକମାନେ ଭୟଭୀତ ହେବାର କୌଣସି କାରଣ ନାହିଁ ଏବଂ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia