April 20, 2025

ଗଜପତିରେ BSKY ହେଲ୍ଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ୩୭ଟି ପ୍ରକଳ୍ପର ଉଦ୍‌ଘାଟନ

ଗଜପତି: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦିନିକିଆ ଗଜପତି ଜିଲ୍ଲା ଗସ୍ତରେ ଆସି ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ଯୋଜନାର ଶୁଭାରମ୍ଭ କରିଛନ୍ତି। ପୂର୍ବାହ୍ନ ୧୧ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାରଳାଖେମୁଣ୍ଡିରେ ପହଞ୍ଚି ୧୦ଜଣ ହିତାଧିକାରୀଙ୍କୁ ବିଜୁ ସ୍ଵାସ୍ଥ୍ୟ କଲ୍ୟାଣ ସ୍ମାର୍ଟ କାର୍ଡ ବଣ୍ଟନ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ଜିଲ୍ଲା ମୋ ପାଇଁ

Source: Odisha Government News & Announcements in Odia (ଓଡ଼ିଶା ସରକାର ସମାଚାର & ଘୋଷଣା): Govt News & Announcements in Oriya – Oneindia Odia