April 22, 2025

ଗାଁ ସମସ୍ୟାକୁ ନିଜ ସମସ୍ୟା ଭାବି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରନ୍ତୁ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଗାଁର ସମସ୍ୟାକୁ ନିଜ ସମସ୍ୟା ଭାବେ ଗ୍ରହଣ କରି ସମାଧାନ ପାଇଁ ନିଷ୍ଠାପର ଉଦ୍ୟମ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ନବନିର୍ବାଚିତ ପଞ୍ଚାୟତ ପ୍ରତିନିଧି ମାନଙ୍କ ଦିଗ୍‌ଦର୍ଶନ କାର୍ଯ୍ୟକ୍ରମରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରତିନିଧିଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏଥର ମହିଳାମାନେ ବହୁ ସଂଖ୍ୟାରେ ବିଜୟୀ ହୋଇ ପଞ୍ଚାୟତର ମଙ୍ଗ ଧରିଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia