କଟକ: ମହାନଦୀରେ ବୁଡ଼ିଗଲେ ୩ ଯୁବକ । ଗାଧୋଇବା ବେଳେ ତିନି ଯୁବକ ଭାସିଯାଇଥିବା ଜଣାପଡ଼ିଛି । ଏମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିସାରିଥିବା ବେଳେ ୨ ଜଣ ବର୍ତ୍ତମାନ ନିଖୋଜ ରହିଛନ୍ତି । ଆଜି ଅପରାହ୍ନ ପ୍ରାୟ ଦେଢ଼ଟା ବେଳେ ଯୋବ୍ରା ଚୂନଭାଟି ଚାରିଘରିଆ ଅଞ୍ଚଳର ସାହିଲ୍, ରାଜ ଓ ଛୋଟୁ ଗାଧାଉଥିଲେ।
Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia
More Stories
Bengaluru, Mumbai City eye Super Cup quarters
28 missing children reunited with families in Ganjam
Girls outperform boys in BU Plus III final year exams