April 29, 2025

ଗିରଫ ହୋଇପାରନ୍ତି ବର୍ଷା ପ୍ରିୟଦର୍ଶିନୀ !

ଭୁବନେଶ୍ୱର: ଅଡୁଆରେ ବର୍ଷା ପ୍ରିୟଦର୍ଶିନୀ । ଅଭିନେତ୍ରୀ ବର୍ଷାଙ୍କୁ ଗିରଫ କରିପାରେ ଦିଲ୍ଲୀ ପୋଲିସ । ଜାତିଆଣ ମନ୍ତବ୍ୟ ଦେବା ଅଭିଯୋଗରେ ଦିଲ୍ଲୀରେ ମାମଲା ରୁଜୁ ହୋଇଛି । ସାଂସଦ ଅନୁଭବ ମହାନ୍ତିଙ୍କ କର୍ମଚାରୀଙ୍କୁ ଜାତିଆଣ ମନ୍ତବ୍ୟ ଦେବା ସହ ଗାଳି ଓ ଦୁର୍ବବ୍ୟବହାର କରିଥିଲେ । ଏହି ମାମଲାରେ ଦିଲ୍ଲୀ ପୋଲିସ ବର୍ଷାଙ୍କୁ ସମନ ଜାରି କରିଛି ଦିଲ୍ଲୀ

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia