April 23, 2025

ଗୋପବନ୍ଧୁ ଜୟନ୍ତୀ : ନିଃସ୍ବାର୍ଥ ସେବାର ମୂର୍ତ୍ତିମନ୍ତ ବିଗ୍ରହ ଉତ୍କଳମଣୀ

ପୁରୀ: ଆଜି ପଣ୍ୟାତ୍ମା ଗୋପବନ୍ଧୁ ଦାସଙ୍କ ଜୟନ୍ତୀ । ଦୀନ, ଦୁଃଖୀ ଓ ବନ୍ୟା ମରୁଡିଗ୍ରସ୍ତ ଲୋକଙ୍କ ପାଇଁ ନିଜ ଜୀବନ ଉତ୍ସର୍ଗ କରିଥିବା ମହାନ ଆତ୍ମଙ୍କୁ ଆଜି ବି ଦେଶ ମନେ ପକାଉଛି । ଛାତ୍ରଛାତ୍ରୀଙ୍କ ଠାରୁ ଆରମ୍ଭ କରି ରାଜନେତା, ସମାଜସେବୀ ଓ ପ୍ରଶାସନିକ ଅଧିକାରୀ ପହଁଞ୍ଚି ଆଜି ଉତ୍କଳମଣୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia