April 20, 2025

ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୧୧୦ କିମି ଦୂରରେ ରହିଛି ବାତ୍ୟା ଗୁଲାବ

ଭୁବନେଶ୍ୱର: ଉତ୍ତରପଶ୍ଚିମ ଓ ତତସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସାମୁଦ୍ରିକ ଝଡ଼ ‘ଗୁଲାବ’  ଏବେ ପଶ୍ଚିମ ଆଡ଼କୁ ଘଣ୍ଟା ପ୍ରତି ୧୯ କିଲୋମିଟର ବେଗରେ ବିଗତ ୬ ଘଣ୍ଟା ହେଲା ଗତି କରୁଛି । ଗୋପାଳପୁର ଠାରୁ ପୂର୍ବ-ଦକ୍ଷିଣ ପୂର୍ବରେ ୧୧୦ କିମି ଦୂରରେ ବାତ୍ୟା ‘ଗୁଲାବ’ରହିଥିବା ବେଳେ କଳିଙ୍ଗପାଟଣମ ଠାରୁ ପୂର୍ବ-ଉତ୍ତର

Source: Odisha News (ଓଡ଼ିଶା ସମାଚାର): Latest News of Odisha, Today’s Orissa Khabar – Oneindia Odia